Proverbs 6:14 — Compare Translations
5 translations compared side by side
Odia - 1840
"ତା'ର ହୃଦଯ ରେ କୁଟିଳତା ଥାଏ। ସେ ସର୍ବଦା ଅନିଷ୍ଟ ଯୋଜନା କରେ। ସେ ୟୁକ୍ତିତର୍କ ଓ କଳି ଆରମ୍ଭ କରେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତାହାର ଅନ୍ତଃକରଣରେ କୁଟିଳତା ଥାଏ, ସେ ସର୍ବଦା ଅନିଷ୍ଟଚିନ୍ତା କରେ; ସେ କଳିର ବୀଜ ବୁଣେ ।
Odia Bible ERV 2004 (ପବିତ୍ର ବାଇବଲ)
ତା’ର ହୃଦୟରେ କୁଟିଳତା ଥାଏ। ସେ ସର୍ବଦା ଅନିଷ୍ଟ ଯୋଜନା କରେ। ସେ ଯୁକ୍ତିତର୍କ ଓ କଳି ଆରମ୍ଭ କରେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତାହାର ଅନ୍ତଃକରଣରେ କୁଟିଳତା ଥାଏ, ସେ ସର୍ବଦା ଅନିଷ୍ଟ ଚିନ୍ତା କରେ; ସେ କଳିର ବୀଜ ବୁଣେ।
Odia IRV 2017 (ଓଡିଆ ବାଇବେଲ)
ତାହାର ଅନ୍ତଃକରଣରେ କୁଟିଳତା ଥାଏ, ସେ ସର୍ବଦା ଅନିଷ୍ଟ ଚିନ୍ତା କରେ; ସେ କଳିର ବୀଜ ବୁଣେ।