Proverbs 6:15 — Compare Translations
5 translations compared side by side
Odia - 1840
"କିନ୍ତୁ ତା'ର ବିପଦ ଶୀଘ୍ର ଉପସ୍ଥିତ ହବେ। ସେ ଆକସ୍ମିକ ଶୀଘ୍ର ବିନାଶ ହବେ। ଏବଂ ତାଙ୍କୁ କିଛି ଉପାଯ ମିଳିବ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଣୁ ତାହାର ବିପଦ ହଠାତ୍ ଉପସ୍ଥିତ ହେବ, ପୁଣି ସେ ପ୍ରତିକାର ବିନା ଅକସ୍ମାତ୍ ଭଗ୍ନ ହେବ ।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ତା’ର ବିପଦ ଶୀଘ୍ର ଉପସ୍ଥିତ ହେବ। ସେ ଆକସ୍ମିକ ଶୀଘ୍ର ବିନାଶ ହେବ। ଏବଂ ତାଙ୍କୁ କିଛି ଉପାୟ ମିଳିବ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଣୁ ତାହାର ବିପଦ ହଠାତ୍ ଉପସ୍ଥିତ ହେବ, ପୁଣି, ସେ ପ୍ରତିକାର ବିନା ଅକସ୍ମାତ୍ ଭଗ୍ନ ହେବ।
Odia IRV 2017 (ଓଡିଆ ବାଇବେଲ)
ଏଣୁ ତାହାର ବିପଦ ହଠାତ୍ ଉପସ୍ଥିତ ହେବ, ପୁଣି, ସେ ପ୍ରତିକାର ବିନା ଅକସ୍ମାତ୍ ଭଗ୍ନ ହେବ।