Proverbs 6:16 — Compare Translations

5 translations compared side by side

Odia - 1840
"ସଦାପ୍ରଭୁ ଏହି ଛଅ ଗୋଟି ବିଷଯକୁ ଘୃଣା କରନ୍ତି। ସପ୍ତବସ୍ତୁ ମଧ୍ଯ ତାଙ୍କର ଘୃଣା ଯୋଗ୍ଯ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଛଅଗୋଟି ବିଷୟକୁ ସଦାପ୍ରଭୁ ଘୃଣା କରନ୍ତି; ସପ୍ତବସ୍ତୁ ମଧ୍ୟ ତାହାଙ୍କର ଘୃଣାଯୋଗ୍ୟ ।
Odia Bible ERV 2004 (ପବିତ୍ର ବାଇବଲ)
ସାତୋଟି କଥା ସଦାପ୍ରଭୁ ସର୍ବଦା ଘୃଣା କରନ୍ତି ସଦାପ୍ରଭୁ ଏହି ଛଅ ଗୋଟି ବିଷୟକୁ ଘୃଣା କରନ୍ତି। ସପ୍ତବସ୍ତୁ ମଧ୍ୟ ତାଙ୍କର ଘୃଣାଯୋଗ୍ୟ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଛଅଗୋଟି ବିଷୟକୁ ସଦାପ୍ରଭୁ ଘୃଣା କରନ୍ତି; ସପ୍ତବସ୍ତୁ ମଧ୍ୟ ତାହାଙ୍କର ଘୃଣାଯୋଗ୍ୟ।
Odia IRV 2017 (ଓଡିଆ ବାଇବେଲ)
ଛଅଗୋଟି ବିଷୟକୁ ସଦାପ୍ରଭୁ ଘୃଣା କରନ୍ତି; ସପ୍ତବସ୍ତୁ ମଧ୍ୟ ତାହାଙ୍କର ଘୃଣାଯୋଗ୍ୟ।