Proverbs 6:17 — Compare Translations

5 translations compared side by side

Odia - 1840
"ଅହଙ୍କାର ଦୃଷ୍ଟି, ମିଥ୍ଯାବାଦୀ ଜିହ୍ବା, ନିର୍ଦ୍ ଦୋଷର ରକ୍ତପାତକାରୀ ହସ୍ତ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅହଙ୍କାର-ଦୃଷ୍ଟି, ମିଥ୍ୟାବାଦୀ-ଜିହ୍ଵା ଓ ନିର୍ଦ୍ଦୋଷର ରକ୍ତପାତକାରୀ-ହସ୍ତ;
Odia Bible ERV 2004 (ପବିତ୍ର ବାଇବଲ)
ଅହଙ୍କାର ଦୃଷ୍ଟି, ମିଥ୍ୟାବାଦୀ ଜିହ୍ୱା, ନିର୍ଦ୍ଦୋଷର ରକ୍ତପାତକାରୀ ହସ୍ତ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଅହଙ୍କାର-ଦୃଷ୍ଟି, ମିଥ୍ୟାବାଦୀ ଜିହ୍ୱା ଓ ନିର୍ଦ୍ଦୋଷର ରକ୍ତପାତକାରୀ-ହସ୍ତ;
Odia IRV 2017 (ଓଡିଆ ବାଇବେଲ)
ଅହଙ୍କାର-ଦୃଷ୍ଟି, ମିଥ୍ୟାବାଦୀ-ଜିହ୍ୱା ଓ ନିର୍ଦ୍ଦୋଷର ରକ୍ତପାତକାରୀ-ହସ୍ତ;