Proverbs 6:18 — Compare Translations

5 translations compared side by side

Odia - 1840
"ହୃଦଯ କୁକର୍ମ କରିବା ପାଇଁ ଯୋଜନା କରେ, କୁକର୍ମ କରିବାକୁ ବଗଗୋମୀ ଚରଣ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନିଷ୍ଟଚିନ୍ତକ ଅନ୍ତଃକରଣ, କୁକର୍ମ କରିବାକୁ ବେଗଗାମୀ ଚରଣ;
Odia Bible ERV 2004 (ପବିତ୍ର ବାଇବଲ)
ହୃଦୟ କୁକର୍ମ କରିବା ପାଇଁ ଯୋଜନା କରେ, କୁକର୍ମ କରିବାକୁ ବେଗଗାମୀ ଚରଣ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଅନିଷ୍ଟ ଚିନ୍ତକ ଅନ୍ତଃକରଣ, କୁକର୍ମ କରିବାକୁ ବେଗଗାମୀ ଚରଣ;
Odia IRV 2017 (ଓଡିଆ ବାଇବେଲ)
ଅନିଷ୍ଟ ଚିନ୍ତକ ଅନ୍ତଃକରଣ, କୁକର୍ମ କରିବାକୁ ବେଗଗାମୀ ଚରଣ;