Proverbs 6:2 — Compare Translations
5 translations compared side by side
Odia - 1840
"ଯଦି ତୁମ୍ଭେ କର, ତବେେ ତୁମ୍ଭେ ଆପଣା ପ୍ରତିଜ୍ଞା ଦ୍ବାରା ଫାନ୍ଦ ରେ ପଡ଼ିଅଛ ଓ ଆପଣା କଥା ପାଇଁ ଧରାୟାଇ ଅଛ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତେବେ ତୁମ୍ଭେ ଆପଣା ମୁଖର ବାକ୍ୟରୂପ ଫାନ୍ଦରେ ପଡ଼ିଅଛ ଓ ଆପଣା ମୁଖର କଥାରେ ଧରା ଯାଇଅଛ ।
Odia Bible ERV 2004 (ପବିତ୍ର ବାଇବଲ)
ଯଦି ତୁମ୍ଭେ କର, ତେବେ ତୁମ୍ଭେ ଆପଣା ପ୍ରତିଜ୍ଞା ଦ୍ୱାରା ଫାନ୍ଦରେ ପଡ଼ିଅଛ ଓ ଆପଣା କଥା ପାଇଁ ଧରାଯାଇ ଅଛ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତେବେ ତୁମ୍ଭେ ଆପଣା ମୁଖର ବାକ୍ୟରୂପ ଫାନ୍ଦରେ ପଡ଼ିଅଛ ଓ ଆପଣା ମୁଖର କଥାରେ ଧରା ଯାଇଅଛ।
Odia IRV 2017 (ଓଡିଆ ବାଇବେଲ)
ତେବେ ତୁମ୍ଭେ ଆପଣା ମୁଖର ବାକ୍ୟରୂପ ଫାନ୍ଦରେ ପଡ଼ିଅଛ ଓ ଆପଣା ମୁଖର କଥାରେ ଧରା ଯାଇଅଛ।