Proverbs 6:20 — Compare Translations

5 translations compared side by side

Odia - 1840
"ହେ ମାରେ ପୁତ୍ର, ଆପଣା ପିତାର ଆଜ୍ଞା ପାଳନ କର। ଏବଂ ମାତାର ଉପଦେଶ ଭୁଲ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ମୋହର ପୁତ୍ର, ତୁମ୍ଭେ ଆପଣା ପିତାର ଆଜ୍ଞା ପାଳନ କର, ପୁଣି ଆପଣା ମାତାର ଆଦେଶ ପରିତ୍ୟାଗ କର ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
Warning Against Adultery ହେ ମୋର ପୁତ୍ର, ଆପଣା ପିତାର ଆଜ୍ଞା ପାଳନ କର। ଏବଂ ମାତାର ଉପଦେଶ ଭୁଲ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ମୋହର ପୁତ୍ର, ତୁମ୍ଭେ ଆପଣା ପିତାର ଆଜ୍ଞା ପାଳନ କର, ପୁଣି, ଆପଣା ମାତାର ଆଦେଶ ପରିତ୍ୟାଗ କର ନାହିଁ।
Odia IRV 2017 (ଓଡିଆ ବାଇବେଲ)
ହେ ମୋହର ପୁତ୍ର, ତୁମ୍ଭେ ଆପଣା ପିତାର ଆଜ୍ଞା ପାଳନ କର, ପୁଣି, ଆପଣା ମାତାର ଆଦେଶ ପରିତ୍ୟାଗ କର ନାହିଁ।