Proverbs 6:21 — Compare Translations

5 translations compared side by side

Odia - 1840
"ସମାନଙ୍କେର ଆଜ୍ଞାସବୁ ଏବଂ ଶିକ୍ଷାଗୁଡ଼ିକ ସର୍ବଦା ମନେ ରଖ। ତାହାକୁ ତୁମ୍ଭ ହୃଦଯ ରେ ବାନ୍ଧି ରଖ ଏବଂ ତାହାକୁ ତୁମ୍ଭର ଗଳାର ଫୁଲହାର ପରି ବାନ୍ଧ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତାହା ସର୍ବଦା ତୁମ୍ଭ ହୃଦୟରେ ବାନ୍ଧି ରଖ, ଆପଣା ଗଳଦେଶରେ ବାନ୍ଧ ।
Odia Bible ERV 2004 (ପବିତ୍ର ବାଇବଲ)
ସେମାନଙ୍କର ଆଜ୍ଞାସବୁ ଏବଂ ଶିକ୍ଷାଗୁଡ଼ିକ ସର୍ବଦା ମନେରଖ। ତାହାକୁ ତୁମ୍ଭ ହୃଦୟରେ ବାନ୍ଧି ରଖ ଏବଂ ତାହାକୁ ତୁମ୍ଭର ଗଳାର ଫୁଲହାର ପରି ବାନ୍ଧ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତାହା ସର୍ବଦା ତୁମ୍ଭ ହୃଦୟରେ ବାନ୍ଧି ରଖ, ଆପଣା ଗଳଦେଶରେ ବାନ୍ଧ।
Odia IRV 2017 (ଓଡିଆ ବାଇବେଲ)
ତାହା ସର୍ବଦା ତୁମ୍ଭ ହୃଦୟରେ ବାନ୍ଧି ରଖ, ଆପଣା ଗଳଦେଶରେ ବାନ୍ଧ।