Proverbs 6:22 — Compare Translations
5 translations compared side by side
Odia - 1840
"ଯେତବେେଳେ ତୁମ୍ଭେ ଚାଲିବ, ସମାନଙ୍କେର ଶିକ୍ଷାଗୁଡ଼ିକ ତୁମ୍ଭକୁ ପଥ ଦଖାଇବେେ। ଯେତବେେଳେ ତୁମ୍ଭେ ଶଯନ କରିବାକୁ ୟିବ ସମାନେେ ତୁମ୍ଭର ପ୍ରହରୀ ହବେ। ଯେତବେେଳେ ତୁମ୍ଭେ ଜାଗ୍ରତ ହବେ, ସମାନେେ ତୁମ୍ଭ ସହ ଆଳାପ କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ ଚାଲିବା ବେଳେ ତାହା ତୁମ୍ଭକୁ ପଥ ଦେଖାଇବ, ଆଉ ଶୋଇବା ବେଳେ ତାହା ତୁମ୍ଭର ପ୍ରହରୀ ହେବ; ତୁମ୍ଭେ ଜାଗିବା ବେଳେ ତାହା ତୁମ୍ଭ ସଙ୍ଗେ ଆଳାପ କରିବ ।
Odia Bible ERV 2004 (ପବିତ୍ର ବାଇବଲ)
ଯେତେବେଳେ ତୁମ୍ଭେ ଗ୍ଭଲିବ, ସେମାନଙ୍କର ଶିକ୍ଷାଗୁଡ଼ିକ ତୁମ୍ଭକୁ ପଥ ଦେଖାଇବେ। ଯେତେବେଳେ ତୁମ୍ଭେ ଶୟନ କରିବାକୁ ଯିବ ସେମାନେ ତୁମ୍ଭର ପ୍ରହରୀ ହେବେ। ଯେତେବେଳେ ତୁମ୍ଭେ ଜାଗ୍ରତ ହେବ, ସେମାନେ ତୁମ୍ଭ ସହ ଆଳାପ କରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେ ଚାଲିବା ବେଳେ ତାହା ତୁମ୍ଭକୁ ପଥ ଦେଖାଇବ, ଆଉ ଶୋଇବା ବେଳେ ତାହା ତୁମ୍ଭର ପ୍ରହରୀ ହେବ; ତୁମ୍ଭେ ଜାଗିବା ବେଳେ ତାହା ତୁମ୍ଭ ସଙ୍ଗେ ଆଳାପ କରିବ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେ ଚାଲିବା ବେଳେ ତାହା ତୁମ୍ଭକୁ ପଥ ଦେଖାଇବ, ଆଉ ଶୋଇବା ବେଳେ ତାହା ତୁମ୍ଭର ପ୍ରହରୀ ହେବ; ତୁମ୍ଭେ ଜାଗିବା ବେଳେ ତାହା ତୁମ୍ଭ ସଙ୍ଗେ ଆଳାପ କରିବ।