Proverbs 6:23 — Compare Translations
5 translations compared side by side
Odia - 1840
"ତୁମ୍ଭ ପିତାମାତାଙ୍କର ଶିକ୍ଷା ଆଲୋକ ବର୍ତ୍ତୀକା ପରି ତୁମ୍ଭକୁ ସର୍ବଦା ସତ୍ ପଥରେ ଚଳାଇ ନବେ। ତାହା ତୁମ୍ଭକୁ ତାଲିମ ପ୍ରାପ୍ତ କରିବ ଓ ଜୀବନ ପଥରେ ଚଳାଇ ନବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେହେତୁ ସେହି ଆଜ୍ଞା ପ୍ରଦୀପ; ଓ ସେହି ଆଦେଶ ଆଲୁଅ; ଓ ଶିକ୍ଷାଜନକ ଅନୁଯୋଗ ଜୀବନର ପଥ;
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭ ପିତାମାତାଙ୍କର ଶିକ୍ଷା ଆଲୋକ ବର୍ତ୍ତୀକା ପରି ତୁମ୍ଭକୁ ସର୍ବଦା ସତ୍ ପଥରେ ଚଳାଇ ନେବ। ତାହା ତୁମ୍ଭକୁ ତାଲିମ ପ୍ରାପ୍ତ କରିବ ଓ ଜୀବନ ପଥରେ ଚଳାଇ ନେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେହେତୁ ସେହି ଆଜ୍ଞା ପ୍ରଦୀପ ଓ ସେହି ଆଦେଶ ଆଲୁଅ; ଓ ଶିକ୍ଷାଜନକ ଅନୁଯୋଗ ଜୀବନର ପଥ;
Odia IRV 2017 (ଓଡିଆ ବାଇବେଲ)
ଯେହେତୁ ସେହି ଆଜ୍ଞା ପ୍ରଦୀପ; ଓ ସେହି ଆଦେଶ ଆଲୁଅ; ଓ ଶିକ୍ଷାଜନକ ଅନୁଯୋଗ ଜୀବନର ପଥ;