Proverbs 6:24 — Compare Translations

5 translations compared side by side

Odia - 1840
"ସମାନଙ୍କେର ଶିକ୍ଷା ତୁମ୍ଭକୁ ଅନ୍ୟ ପୁରୁଷର ସ୍ତ୍ରୀଠାରୁ ଓ ଗଣିକାର ଚାଟୁବାକ୍ଯଠାରୁ ଦୂ ରଇେ ରଖୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ତୁମ୍ଭକୁ ଦୁଷ୍ଟା ସ୍ତ୍ରୀଠାରୁ ଓ ପରସ୍ତ୍ରୀର ଜିହ୍ଵାର ଚାଟୁବାଦରୁ ରକ୍ଷା କରିବ ।
Odia Bible ERV 2004 (ପବିତ୍ର ବାଇବଲ)
ସେମାନଙ୍କର ଶିକ୍ଷା ତୁମ୍ଭକୁ ଅନ୍ୟ ପୁରୁଷର ସ୍ତ୍ରୀଠାରୁ ଓ ଗଣିକାର ଗ୍ଭଟୁବାକ୍ୟଠାରୁ ଦୂରେଇ ରଖୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ତୁମ୍ଭକୁ ଦୁଷ୍ଟା ସ୍ତ୍ରୀଠାରୁ ଓ ପରସ୍ତ୍ରୀର ଜିହ୍ୱାର ଚାଟୁବାଦରୁ ରକ୍ଷା କରିବ।
Odia IRV 2017 (ଓଡିଆ ବାଇବେଲ)
ସେ ତୁମ୍ଭକୁ ଦୁଷ୍ଟା ସ୍ତ୍ରୀଠାରୁ ଓ ପରସ୍ତ୍ରୀର ଜିହ୍ୱାର ଚାଟୁବାଦରୁ ରକ୍ଷା କରିବ।