Proverbs 6:25 — Compare Translations
5 translations compared side by side
Odia - 1840
"ତୁମ୍ଭ ହୃଦଯ ରେ ସହେି ସୁନ୍ଦର ସ୍ତ୍ରୀର ସୌନ୍ଦର୍ୟ୍ଯକୁ ଲୋଭ କର ନାହିଁ। ତା'ର ଚକ୍ଷୁ ତୁମ୍ଭକୁ ପ୍ରତାରିତ ନ କରୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭ ଅନ୍ତଃକରଣରେ ତାହାର ସୌନ୍ଦର୍ଯ୍ୟକୁ ଲୋଭ କର ନାହିଁ; ଅବା ତାହାର କଟାକ୍ଷରେ ତୁମ୍ଭକୁ ଧରିବାକୁ ତାକୁ ଦିଅ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭ ହୃଦୟରେ ସେହି ସୁନ୍ଦର ସ୍ତ୍ରୀର ସୌନ୍ଦର୍ଯ୍ୟକୁ ଲୋଭ କର ନାହିଁ। ତା’ର ଚକ୍ଷୁ ତୁମ୍ଭକୁ ପ୍ରତାରିତ ନ କରୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭ ଅନ୍ତଃକରଣରେ ତାହାର ସୌନ୍ଦର୍ଯ୍ୟକୁ ଲୋଭ କର ନାହିଁ; ଅବା ତାହାର କଟାକ୍ଷରେ ତୁମ୍ଭକୁ ଧରିବାକୁ ତାକୁ ଦିଅ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭ ଅନ୍ତଃକରଣରେ ତାହାର ସୌନ୍ଦର୍ଯ୍ୟକୁ ଲୋଭ କର ନାହିଁ; ଅବା ତାହାର କଟାକ୍ଷରେ ତୁମ୍ଭକୁ ଧରିବାକୁ ତାକୁ ଦିଅ ନାହିଁ।