Proverbs 6:26 — Compare Translations

5 translations compared side by side

Odia - 1840
"ବ୍ଯଭିଚାରିଣୀକୁ ପାଉଁରୋଟୀର ଦାମ ଦବୋକୁ ପଡ଼ିବ, ଅନ୍ୟ ଜଣଙ୍କ ସ୍ତ୍ରୀ ପାଇଁ ତୁମ୍ଭ ଜୀବନର ଦାମ ଦବୋକୁ ପଡ଼ିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେହେତୁ ବେଶ୍ୟା ସକାଶୁ ଅନ୍ନ-ଅଭାବ ଘଟେ, ଆଉ ବ୍ୟଭିଚାରିଣୀ ସ୍ତ୍ରୀ ମନୁଷ୍ୟର ମହାମୂଲ୍ୟ ପ୍ରାଣକୁ ଧରିବା ପାଇଁ ମୃଗୟା କରେ ।
Odia Bible ERV 2004 (ପବିତ୍ର ବାଇବଲ)
ବ୍ୟଭିଗ୍ଭରିଣୀକୁ ପାଉଁରୋଟୀର ଦାମ ଦେବାକୁ ପଡ଼ିବ, ଅନ୍ୟ ଜଣଙ୍କ ସ୍ତ୍ରୀ ପାଇଁ ତୁମ୍ଭ ଜୀବନର ଦାମ ଦେବାକୁ ପଡ଼ିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେହେତୁ ବେଶ୍ୟା ସକାଶୁ ଅନ୍ନ-ଅଭାବ ଘଟେ, ଆଉ ବ୍ୟଭିଚାରିଣୀ ସ୍ତ୍ରୀ ମନୁଷ୍ୟର ମହାମୂଲ୍ୟ ପ୍ରାଣକୁ ଧରିବା ପାଇଁ ମୃଗୟା କରେ।
Odia IRV 2017 (ଓଡିଆ ବାଇବେଲ)
ଯେହେତୁ ବେଶ୍ୟା ସକାଶୁ ଅନ୍ନ-ଅଭାବ ଘଟେ, ଆଉ ବ୍ୟଭିଚାରିଣୀ ସ୍ତ୍ରୀ ମନୁଷ୍ୟର ମହାମୂଲ୍ୟ ପ୍ରାଣକୁ ଧରିବା ପାଇଁ ମୃଗୟା କରେ।