Proverbs 6:27 — Compare Translations
5 translations compared side by side
Odia - 1840
"ଯଦି କହେି ଲୋକ ତା'ର ବକ୍ଷ ଦେଶ ରେ ନିଆଁ ରଖିବ, ତବେେ ତାହା ପୋଡ଼ି ୟିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କେହି ଯେବେ ଆପଣା ବକ୍ଷଃସ୍ଥଳରେ ନିଆଁ ରଖେ, ତେବେ ତାହାର ବସ୍ତ୍ର କʼଣ ପୋଡ଼ି ଯିବ ନାହିଁ?
Odia Bible ERV 2004 (ପବିତ୍ର ବାଇବଲ)
ଯଦି କେହି ଲୋକ ତା’ର ବକ୍ଷ ଦେଶରେ ନିଆଁ ରଖିବ, ତେବେ ତାହା ପୋଡ଼ି ଯିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କେହି ଯେବେ ଆପଣା ବକ୍ଷସ୍ଥଳରେ ନିଆଁ ରଖେ, ତେବେ ତାହାର ବସ୍ତ୍ର କʼଣ ପୋଡ଼ି ଯିବ ନାହିଁ?
Odia IRV 2017 (ଓଡିଆ ବାଇବେଲ)
କେହି ଯେବେ ଆପଣା ବକ୍ଷଃସ୍ଥଳରେ ନିଆଁ ରଖେ, ତେବେ ତାହାର ବସ୍ତ୍ର କ’ଣ ପୋଡ଼ି ଯିବ ନାହିଁ?