Proverbs 6:28 — Compare Translations

5 translations compared side by side

Odia - 1840
"ଯଦି କହେି ଲୋକ ଜ୍ବଳନ୍ତା ଅଙ୍ଗାର ଉପ ରେ ଚାଲେ, ତବେେ ତା'ର ପାଦ ପୋଡ଼ିୟିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅବା କେହି ଯେବେ ଜ୍ଵଳନ୍ତା ଅଙ୍ଗାର ଉପରେ ଚାଲେ, ତେବେ ତାହାର ପାଦରେ କʼଣ ଫୋଟକା ହେବ ନାହିଁ?
Odia Bible ERV 2004 (ପବିତ୍ର ବାଇବଲ)
ଯଦି କେହି ଲୋକ ଜ୍ୱଳନ୍ତା ଅଙ୍ଗାର ଉପରେ ଗ୍ଭଲେ, ତେବେ ତା’ର ପାଦ ପୋଡ଼ିଯିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଅବା କେହି ଯେବେ ଜ୍ୱଳନ୍ତା ଅଙ୍ଗାର ଉପରେ ଚାଲେ, ତେବେ ତାହାର ପାଦରେ କʼଣ ଫୋଟକା ହେବ ନାହିଁ?
Odia IRV 2017 (ଓଡିଆ ବାଇବେଲ)
ଅବା କେହି ଯେବେ ଜ୍ୱଳନ୍ତା ଅଙ୍ଗାର ଉପରେ ଚାଲେ, ତେବେ ତାହାର ପାଦରେ କ’ଣ ଫୋଟକା ହେବ ନାହିଁ?