Proverbs 6:29 — Compare Translations

5 translations compared side by side

Odia - 1840
"ଏହା ଠିକ୍ ସହେିପରି ହବେ, ଯଦି ତୁମ୍ଭେ ପର ସ୍ତ୍ରୀ ସହିତ ଶଯନ କରିବ। ଯେକହେି ଏହା ଇଚ୍ଛା କରେ ଦଣ୍ଡିତରୁ ପଳାଇ ୟାଇପାରିବ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆପଣା ପ୍ରତିବାସୀର ସ୍ତ୍ରୀଠାରେ ଯେଉଁ ବ୍ୟକ୍ତି ଗମନ କରେ, ସେ ତଦ୍ରୂପ; ଯେ ତାହାକୁ ଛୁଏଁ, ସେ ଅଦଣ୍ତିତ ନୋହିବ ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ଠିକ୍ ସେହିପରି ହେବ, ଯଦି ତୁମ୍ଭେ ପର ସ୍ତ୍ରୀ ସହିତ ଶୟନ କରିବ। ଯେକେହି ଏହା ଇଚ୍ଛା କରେ ଦଣ୍ଡିତରୁ ପଳାଇ ଯାଇପାରିବ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆପଣା ପ୍ରତିବାସୀର ସ୍ତ୍ରୀଠାରେ ଯେଉଁ ବ୍ୟକ୍ତି ଗମନ କରେ, ସେ ତଦ୍ରୂପ; ଯେ ତାହାକୁ ଛୁଏଁ, ସେ ଅଦଣ୍ଡିତ ନୋହିବ।
Odia IRV 2017 (ଓଡିଆ ବାଇବେଲ)
ଆପଣା ପ୍ରତିବାସୀର ସ୍ତ୍ରୀଠାରେ ଯେଉଁ ବ୍ୟକ୍ତି ଗମନ କରେ, ସେ ତଦ୍ରୂପ; ଯେ ତାହାକୁ ଛୁଏଁ, ସେ ଅଦଣ୍ଡିତ ନୋହିବ।