Proverbs 6:3 — Compare Translations
5 translations compared side by side
Odia - 1840
"ତୁମ୍ଭେ ଆପଣାକୁ ଏଥିରୁ ଉଦ୍ଧାର କର। ଯେ ହତେୁ ତୁମ୍ଭେ ଆପଣା ବନ୍ଧୁର ହସ୍ତଗତ ହାଇେଅଛ। ୟାଅ ଆପଣାକୁ ନମ୍ରକରି ତୁମ୍ଭ ପ୍ରତିବେଶୀକି ବାରମ୍ବାର ବୀନତି କର। ସେ ଋଣରୁ ତୁମ୍ଭକୁ ମୁକ୍ତ କରୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ମୋହର ପୁତ୍ର, ତୁମ୍ଭେ ଏବେ ଏହି କର୍ମ କର, ଆପଣାକୁ ଉଦ୍ଧାର କର; ଯେହେତୁ ତୁମ୍ଭେ ଆପଣା ବନ୍ଧୁର ହସ୍ତଗତ ହୋଇଅଛ; ଯାଅ, ଆପଣାକୁ ନମ୍ର କରି ତୁମ୍ଭ ପ୍ରତିବାସୀକି ବାରମ୍ଵାର ବିନତି କର ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେ ଆପଣାକୁ ଏଥିରୁ ଉଦ୍ଧାର କର। ଯେହେତୁ ତୁମ୍ଭେ ଆପଣା ବନ୍ଧୁର ହସ୍ତଗତ ହୋଇଅଛ। ଯାଅ ଆପଣାକୁ ନମ୍ରକରି ତୁମ୍ଭ ପ୍ରତିବାସୀକି ବାରମ୍ବାର ବିନତି କର। ସେ ଋଣରୁ ତୁମ୍ଭକୁ ମୁକ୍ତ କରୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ମୋହର ପୁତ୍ର, ତୁମ୍ଭେ ଏବେ ଏହି କର୍ମ କର, ଆପଣାକୁ ଉଦ୍ଧାର କର; ଯେହେତୁ ତୁମ୍ଭେ ଆପଣା ବନ୍ଧୁର ହସ୍ତଗତ ହୋଇଅଛ; ଯାଅ, ଆପଣାକୁ ନମ୍ର କରି ତୁମ୍ଭ ପ୍ରତିବାସୀକୁ ବାରମ୍ବାର ବିନତି କର।
Odia IRV 2017 (ଓଡିଆ ବାଇବେଲ)
ହେ ମୋହର ପୁତ୍ର, ତୁମ୍ଭେ ଏବେ ଏହି କର୍ମ କର, ଆପଣାକୁ ଉଦ୍ଧାର କର; ଯେହେତୁ ତୁମ୍ଭେ ଆପଣା ବନ୍ଧୁର ହସ୍ତଗତ ହୋଇଅଛ; ଯାଅ, ଆପଣାକୁ ନମ୍ର କରି ତୁମ୍ଭ ପ୍ରତିବାସୀକୁ ବାରମ୍ବାର ବିନତି କର।