Proverbs 6:30 — Compare Translations
5 translations compared side by side
Odia - 1840
"ଭୋକିଲା ୟୋଗୁ ଯଦି ଚୋରି କରେ। ତବେେ ଲୋକେ ତାକୁ ଘୃଣା କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଚୋର କ୍ଷୁଧିତ ହୋଇ ପ୍ରାଣରକ୍ଷାର୍ଥେ ଯେବେ ଚୋରି କରେ, ତେବେ ଲୋକେ ତାହାକୁ ତୁଚ୍ଛ କରନ୍ତି ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ଭୋକିଲା ଯୋଗୁଁ ଯଦି ଗ୍ଭେରି କରେ। ତେବେ ଲୋକେ ତାକୁ ଘୃଣା କରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଚୋର କ୍ଷୁଧିତ ହୋଇ ପ୍ରାଣରକ୍ଷାର୍ଥେ ଯଦି ଚୋରି କରେ, ତେବେ ଲୋକେ ତାହାକୁ ତୁଚ୍ଛ କରନ୍ତି ନାହିଁ।
Odia IRV 2017 (ଓଡିଆ ବାଇବେଲ)
ଚୋର କ୍ଷୁଧିତ ହୋଇ ପ୍ରାଣରକ୍ଷାର୍ଥେ ଯଦି ଚୋରି କରେ, ତେବେ ଲୋକେ ତାହାକୁ ତୁଚ୍ଛ କରନ୍ତି ନାହିଁ।