Proverbs 6:31 — Compare Translations

5 translations compared side by side

Odia - 1840
"ମାତ୍ର ଯଦି ଧରାପଡ଼େ, ତବେେ ତାକୁ ସାତଗୁଣ ଫରୋଇବାକୁ ପଡ଼େ। ଆପଣା ଗୃହର ସର୍ବସ୍ବ ତାକୁ ଦବୋକୁ ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ସେ ଧରା ପଡ଼ିଲେ, ତାକୁ ସାତ ଗୁଣ ଫେରାଇ ଦେବାକୁ ହେବ; ଆପଣା ଗୃହର ସର୍ବସ୍ଵ ତାକୁ ଦେବାକୁ ପଡ଼ିବ ।
Odia Bible ERV 2004 (ପବିତ୍ର ବାଇବଲ)
ମାତ୍ର ଯଦି ଧରାପଡ଼େ, ତେବେ ତାକୁ ସାତଗୁଣ ଫେରାଇବାକୁ ପଡ଼େ। ଆପଣା ଗୃହର ସର୍ବସ୍ୱ ତାକୁ ଦେବାକୁ ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ସେ ଧରା ପଡ଼ିଲେ, ତାକୁ ସାତ ଗୁଣ ଫେରାଇ ଦେବାକୁ ହେବ; ଆପଣା ଗୃହର ସର୍ବସ୍ୱ ତାକୁ ଦେବାକୁ ପଡ଼ିବ।
Odia IRV 2017 (ଓଡିଆ ବାଇବେଲ)
ମାତ୍ର ସେ ଧରା ପଡ଼ିଲେ, ତାକୁ ସାତ ଗୁଣ ଫେରାଇ ଦେବାକୁ ହେବ; ଆପଣା ଗୃହର ସର୍ବସ୍ୱ ତାକୁ ଦେବାକୁ ପଡ଼ିବ।