Proverbs 6:32 — Compare Translations

5 translations compared side by side

Odia - 1840
"ଜଣେ ବ୍ଯଭୀଚାରୀ ଲୋକ ନିର୍ବୋଧ ଅଟେ। ସେ ତା'ର ନିଜର ବିନାଶ ଆଣିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପରଦାରଗାମୀ ପୁରୁଷ ନିତା; ନିର୍ବୋଧ; ଯେ ନିଜ ପ୍ରାଣ ନାଶ କରିବ, ସେହିଁ ତାହା କରେ ।
Odia Bible ERV 2004 (ପବିତ୍ର ବାଇବଲ)
ଜଣେ ବ୍ୟଭିଗ୍ଭରୀ ଲୋକ ନିର୍ବୋଧ ଅଟେ। ସେ ତା’ର ନିଜର ବିନାଶ ଆଣିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଜଣେ ବ୍ୟଭିଚାରୀ ପୁରୁଷ ନିତାନ୍ତ ନିର୍ବୋଧ; ଯେ ନିଜ ପ୍ରାଣନାଶ କରିବ, ସେ ହିଁ ତାହା କରେ।
Odia IRV 2017 (ଓଡିଆ ବାଇବେଲ)
ଜଣେ ବ୍ୟଭିଚାରୀ ପୁରୁଷ ନିତାନ୍ତ ନିର୍ବୋଧ; ଯେ ନିଜ ପ୍ରାଣ ନାଶ କରିବ, ସେ ହିଁ ତାହା କରେ।