Proverbs 6:34 — Compare Translations

5 translations compared side by side

Odia - 1840
"ସହେି ସ୍ତ୍ରୀର ସ୍ବାମୀ ନିତ୍ଯାନ୍ତ ଇର୍ଷାପରାଯଣ ହବେ। ତା'ର ସ୍ବାମୀ ନିତ୍ଯାନ୍ତ କୋରଧତ ହବେ। ପ୍ରତିହିଂସା କରିବା ବେଳେ ସେ କିଛି ମାନିବ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେହେତୁ (ସ୍ତ୍ରୀବିଷୟକ) ଈର୍ଷା ମନୁଷ୍ୟର ପ୍ରଚଣ୍ତ କ୍ରୋଧର (ବିଷୟ); ପ୍ରତିହିଂସା କରିବା ବେଳେ ସେ କିଛି କ୍ଷମା କରିବ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ସେହି ସ୍ତ୍ରୀର ସ୍ୱାମୀ ନିତାନ୍ତ ଈର୍ଷାପରାୟଣ ହେବ। ତା’ର ସ୍ୱାମୀ ନିତାନ୍ତ କ୍ରୋଧତ ହେବ। ପ୍ରତିହିଂସା କରିବା ବେଳେ ସେ କିଛି ମାନିବ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେହେତୁ ସ୍ତ୍ରୀ ବିଷୟକ ଈର୍ଷା ମନୁଷ୍ୟର ପ୍ରଚଣ୍ଡ କ୍ରୋଧର ବିଷୟ; ପ୍ରତିହିଂସା କରିବା ବେଳେ ସେ କିଛି କ୍ଷମା କରିବ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ଯେହେତୁ ସ୍ତ୍ରୀ ବିଷୟକ ଈର୍ଷା ମନୁଷ୍ୟର ପ୍ରଚଣ୍ଡ କ୍ରୋଧର ବିଷୟ; ପ୍ରତିହିଂସା କରିବା ବେଳେ ସେ କିଛି କ୍ଷମା କରିବ ନାହିଁ।