Proverbs 6:35 — Compare Translations
5 translations compared side by side
Odia - 1840
"ଯେ କୌଣସି ମୂଲ୍ଯ ତା'ର କୋର୍ଧକୁ ଶାନ୍ତ କରିପାରିବ ନାହିଁ। ଯେତେ ଅର୍ଥ ଦେଲେ ବି ତା'ର କୋରଧ ଶାନ୍ତ ହବେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ କୌଣସି ପ୍ରାୟଶ୍ଚିତ୍ତକୁ ଗ୍ରାହ୍ୟ କରିବ ନାହିଁ; କିଅବା ତୁମ୍ଭେ ବହୁତ ଲାଞ୍ଚ ଦେଲେ ହେଁ ସେ ମାନିବ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ଯେକୌଣସି ମୂଲ୍ୟ ତା’ର କ୍ରୋଧକୁ ଶାନ୍ତ କରି ପାରିବ ନାହିଁ। ଯେତେ ଅର୍ଥ ଦେଲେ ବି ତା’ର କ୍ରୋଧ ଶାନ୍ତ ହେବ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ କୌଣସି ପ୍ରାୟଶ୍ଚିତ୍ତକୁ ଗ୍ରାହ୍ୟ କରିବ ନାହିଁ; କିଅବା ତୁମ୍ଭେ ବହୁତ ଲାଞ୍ଚ ଦେଲେ ହେଁ ସେ ମାନିବ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ସେ କୌଣସି ପ୍ରାୟଶ୍ଚିତ୍ତକୁ ଗ୍ରାହ୍ୟ କରିବ ନାହିଁ; କିଅବା ତୁମ୍ଭେ ବହୁତ ଲାଞ୍ଚ ଦେଲେ ହେଁ ସେ ମାନିବ ନାହିଁ।