Proverbs 6:4 — Compare Translations
5 translations compared side by side
Odia - 1840
"ତୁମ୍ଭେ ବିଶ୍ରାମ କର ନାହିଁ କିମ୍ବା ନିଦ୍ରା ୟାଅ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ ଆପଣା ଚକ୍ଷୁକୁ ନିଦ୍ରା ଯିବାକୁ ଦିଅ ନାହିଁ, କିଅବା ଆପଣା ଚକ୍ଷୁର ପତାକୁ ଢୁଳାଇବାକୁ ଦିଅ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେ ବିଶ୍ରାମ କର ନାହିଁ କିମ୍ବା ନିଦ୍ରା ଯାଅ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେ ଆପଣା ଚକ୍ଷୁକୁ ନିଦ୍ରା ଯିବାକୁ ଦିଅ ନାହିଁ, କିଅବା ଆପଣା ଚକ୍ଷୁର ପତାକୁ ଢୁଳାଇବାକୁ ଦିଅ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେ ଆପଣା ଚକ୍ଷୁକୁ ନିଦ୍ରା ଯିବାକୁ ଦିଅ ନାହିଁ, କିଅବା ଆପଣା ଚକ୍ଷୁର ପତାକୁ ଢୁଳାଇବାକୁ ଦିଅ ନାହିଁ।