Proverbs 6:5 — Compare Translations
5 translations compared side by side
Odia - 1840
"ଆପଣାକୁ ଉଦ୍ଧାର କର, ଯେପରି ହରିଣ ବ୍ଯାଧଠାରୁ ଦୌଡ଼ି ପଳାଏ ଓ ପକ୍ଷୀମାନେ ଫାସରୁ ରହିୟାଆନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆପଣାକୁ ହରିଣ ପରି ବ୍ୟାଧର ହାତରୁ, ପକ୍ଷୀ ପରି ଜାଲିଆର ହାତରୁ ଉଦ୍ଧାର କର ।
Odia Bible ERV 2004 (ପବିତ୍ର ବାଇବଲ)
ଆପଣାକୁ ଉଦ୍ଧାର କର, ଯେପରି ହରିଣ ବ୍ୟାଧଠାରୁ ଦୌଡ଼ି ପଳାଏ ଓ ପକ୍ଷୀମାନେ ଫାସରୁ ଉଡ଼ିଯାଆନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆପଣାକୁ ହରିଣ ପରି ବ୍ୟାଧର ହାତରୁ, ପକ୍ଷୀ ପରି ଜାଲିଆର ହାତରୁ ଉଦ୍ଧାର କର।
Odia IRV 2017 (ଓଡିଆ ବାଇବେଲ)
ଆପଣାକୁ ହରିଣ ପରି ବ୍ୟାଧର ହାତରୁ, ପକ୍ଷୀ ପରି ଜାଲିଆର ହାତରୁ ଉଦ୍ଧାର କର।