Proverbs 6:6 — Compare Translations
5 translations compared side by side
Odia - 1840
"ହେ ଅଳସୁଆ ଲୋକମାନେ! ତୁମ୍ଭେ ପିମ୍ପୁଡ଼ି ନିକଟକୁ ୟାଅ। ଦେଖ, ପିମ୍ପୁଡ଼ିମାନେ କିପରି କର୍ମ କରୁଛନ୍ତି। ସମାନଙ୍କେଠାରୁ ଶିଖ ଓ ସମାନଙ୍କେର ଉଦାହରଣରୂପେ କାର୍ୟ୍ଯ କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ଅଳସୁଆ, ତୁମ୍ଭେ ପିମ୍ପୁଡ଼ି ପାଖକୁ ଯାଅ, ତାହାର କ୍ରିୟା ବିବେଚନା କର ଓ ଜ୍ଞାନୀ ହୁଅ ।
Odia Bible ERV 2004 (ପବିତ୍ର ବାଇବଲ)
ଅଳସୁଆ ପଣିଆର ବିପଦଗୁଡ଼ିକ ହେ ଅଳସୁଆଲୋକମାନେ! ତୁମ୍ଭେ ପିମ୍ପୁଡ଼ି ନିକଟକୁ ଯାଅ। ଦେଖ, ପିମ୍ପୁଡ଼ିମାନେ କିପରି କର୍ମ କରୁଛନ୍ତି। ସେମାନଙ୍କଠାରୁ ଶିଖ ଓ ସେମାନଙ୍କର ଉଦାହରଣରୂପେ କାର୍ଯ୍ୟ କର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ଅଳସୁଆ, ତୁମ୍ଭେ ପିମ୍ପୁଡ଼ି ପାଖକୁ ଯାଅ, ତାହାର କ୍ରିୟା ବିବେଚନା କର ଓ ଜ୍ଞାନୀ ହୁଅ।
Odia IRV 2017 (ଓଡିଆ ବାଇବେଲ)
ହେ ଅଳସୁଆ, ତୁମ୍ଭେ ପିମ୍ପୁଡ଼ି ପାଖକୁ ଯାଅ, ତାହାର କ୍ରିୟା ବିବେଚନା କର ଓ ଜ୍ଞାନୀ ହୁଅ।