Proverbs 6:7 — Compare Translations

5 translations compared side by side

Odia - 1840
"ପିମ୍ପୁଡ଼ିମାନଙ୍କର ନେତା କି ନିରୀକ୍ଷକ କିଅବା ଶାସକ କହେି ନ ଥାନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତାହାର ବିଚାରକର୍ତ୍ତା କି ଅଧ୍ୟକ୍ଷ କି ପ୍ରଭୁ କେହି ନ ଥିଲେ ହେଁ ସେ ଗ୍ରୀଷ୍ମକାଳରେ ଆପଣା ଖାଦ୍ୟ ପ୍ରସ୍ତୁତ କରେ,
Odia Bible ERV 2004 (ପବିତ୍ର ବାଇବଲ)
ପିମ୍ପୁଡ଼ିମାନଙ୍କର ନେତା କି ନିରୀକ୍ଷକ କିଅବା ଶାସକ କେହି ନ ଥା’ନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତାହାର ବିଚାରକର୍ତ୍ତା କିମ୍ବା ଅଧ୍ୟକ୍ଷ କିମ୍ବା ପ୍ରଭୁ କେହି ନ ଥିଲେ ହେଁ ସେ ଗ୍ରୀଷ୍ମକାଳରେ ଆପଣା ଖାଦ୍ୟ ପ୍ରସ୍ତୁତ କରେ,
Odia IRV 2017 (ଓଡିଆ ବାଇବେଲ)
ତାହାର ବିଚାରକର୍ତ୍ତା କିମ୍ଵା ଅଧ୍ୟକ୍ଷ କିମ୍ବା ପ୍ରଭୁ କେହି ନ ଥିଲେ ହେଁ ସେ ଗ୍ରୀଷ୍ମକାଳରେ ଆପଣା ଖାଦ୍ୟ ପ୍ରସ୍ତୁତ କରେ,