Proverbs 6:8 — Compare Translations
5 translations compared side by side
Odia - 1840
"ସମାନେେ ଗ୍ରୀଷ୍ମକାଳ ରେ ଖାଦ୍ୟକୁ ଏକତ୍ର କରନ୍ତି ଏବଂ ଶୀତକାଳ ରେ ପ୍ରଚୁର ପରିମାଣ ରେ ସମାନେେ ଖାଦ୍ୟ ସଂଗୃହୀତ କରିଥାନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ଫସଲ ସମୟରେ ଆହାର ସଞ୍ଚୟ କରେ ।
Odia Bible ERV 2004 (ପବିତ୍ର ବାଇବଲ)
ସେମାନେ ଗ୍ରୀଷ୍ମକାଳରେ ଖାଦ୍ୟକୁ ଏକତ୍ର କରନ୍ତି ଏବଂ ଶୀତକାଳରେ ପ୍ରଚୁର ପରିମାଣରେ ସେମାନେ ଖାଦ୍ୟ ସଂଗୃହୀତ କରିଥା’ନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଫସଲ ସମୟରେ ଆହାର ସଞ୍ଚୟ କରେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଫସଲ ସମୟରେ ଆହାର ସଞ୍ଚୟ କରେ।