Proverbs 6:9 — Compare Translations

5 translations compared side by side

Odia - 1840
"ହେ ଅଳସୁଆ ଲୋକମାନେ, କେତକୋଳ ପର୍ୟ୍ଯନ୍ତ ତୁମ୍ଭମାନେେ ସଠାେ ରେ ପଡ଼ି ରହିବ? ତୁମ୍ଭେ କେତକୋଳ ପର୍ୟ୍ଯନ୍ତ ତୁମ୍ଭର ନିଦ୍ରା ଭାଙ୍ଗି ଉଠିବ?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ଅଳସୁଆ, ତୁମ୍ଭେ କେତେ କାଳ ଶୋଇ ରହିଥିବ? ତୁମ୍ଭେ କେତେବେଳେ ନିଦ୍ରା ଭାଙ୍ଗି ଉଠିବ?
Odia Bible ERV 2004 (ପବିତ୍ର ବାଇବଲ)
ହେ ଅଳସୁଆଲୋକମାନେ, କେତେକାଳ ପର୍ଯ୍ୟନ୍ତ ତୁମ୍ଭେମାନେ ସେଠାରେ ପଡ଼ି ରହିବ? ତୁମ୍ଭେ କେତେକାଳ ପର୍ଯ୍ୟନ୍ତ ତୁମ୍ଭର ନିଦ୍ରା ଭାଙ୍ଗି ଉଠିବ?
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ଅଳସୁଆ, ତୁମ୍ଭେ କେତେ କାଳ ଶୋଇ ରହିଥିବ? ତୁମ୍ଭେ କେତେବେଳେ ନିଦ୍ରା ଭାଙ୍ଗି ଉଠିବ?
Odia IRV 2017 (ଓଡିଆ ବାଇବେଲ)
ହେ ଅଳସୁଆ, ତୁମ୍ଭେ କେତେ କାଳ ଶୋଇ ରହିଥିବ? ତୁମ୍ଭେ କେତେବେଳେ ନିଦ୍ରା ଭାଙ୍ଗି ଉଠିବ?