Proverbs 7:1 — Compare Translations

5 translations compared side by side

Odia - 1840
"ହେ ମାରେ ପୁତ୍ର, ମାରେବାକ୍ଯକୁ ମନେ ରଖ, ମାରେ ଆଦେଶକୁ ଭୁଲ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ମୋହର ପୁତ୍ର, ମୋହର କଥାସବୁ ପାଳନ କର ଓ ମୋହର ଆଜ୍ଞାସବୁ ଆପଣା ନିକଟରେ ସଞ୍ଚୟ କରି ରଖ ।
Odia Bible ERV 2004 (ପବିତ୍ର ବାଇବଲ)
ଜ୍ଞାନ ତୁମ୍ଭକୁ ଯୌନବିକାରରୁ ରକ୍ଷା କରିବ ହେ ମୋର ପୁତ୍ର, ମୋର ବାକ୍ୟକୁ ମନେରଖ, ମୋର ଆଦେଶକୁ ଭୁଲ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ମୋହର ପୁତ୍ର, ମୋହର କଥାସବୁ ପାଳନ କର ଓ ମୋହର ଆଜ୍ଞାସବୁ ଆପଣା ହୃଦୟରେ ସଞ୍ଚୟ କରି ରଖ।
Odia IRV 2017 (ଓଡିଆ ବାଇବେଲ)
ହେ ମୋହର ପୁତ୍ର, ମୋହର କଥାସବୁ ପାଳନ କର ଓ ମୋହର ଆଜ୍ଞାସବୁ ଆପଣା ହୃଦୟରେ ସଞ୍ଚୟ କରି ରଖ।