Proverbs 7:10 — Compare Translations

5 translations compared side by side

Odia - 1840
"ସହେି ସ୍ତ୍ରୀ ତା'ର ଗୃହରୁ ବାହାରି ଆସିଲା, ତାକୁ ସାକ୍ଷାତ କରିବାକୁ। ସେ ବେଶ୍ଯାରୂପି ପୋଷାକ ପରିଧାନ କରିଥିଲା। ସେ ବହୁତ ହୃଦଯ ରେ ଚତୁରୀ ଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ଦେଖ, ଜଣେ ସ୍ତ୍ରୀ ତାହା ସଙ୍ଗେ ଭେଟିଲା, ସେ ବେଶ୍ୟାବେଶଧାରିଣୀ ଓ ଅନ୍ତଃକରଣରେ ଚତୁରୀ ।
Odia Bible ERV 2004 (ପବିତ୍ର ବାଇବଲ)
ସେହି ସ୍ତ୍ରୀ ତା’ର ଗୃହରୁ ବାହାରି ଆସିଲା, ତାକୁ ସାକ୍ଷାତ କରିବାକୁ। ସେ ବେଶ୍ୟାରୂପି ପୋଷାକ ପରିଧାନ କରିଥିଲା। ସେ ବହୁତ ହୃଦୟରେ ଚତୁରୀ ଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ଦେଖ, ଜଣେ ସ୍ତ୍ରୀ ତାହା ସଙ୍ଗେ ଭେଟିଲା, ସେ ବେଶ୍ୟାବେଶଧାରିଣୀ ଓ ଅନ୍ତଃକରଣରେ ଚତୁରୀ।
Odia IRV 2017 (ଓଡିଆ ବାଇବେଲ)
ତହିଁରେ ଦେଖ, ଜଣେ ସ୍ତ୍ରୀ ତାହା ସଙ୍ଗେ ଭେଟିଲା, ସେ ବେଶ୍ୟାବେଶଧାରିଣୀ ଓ ଅନ୍ତଃକରଣରେ ଚତୁରୀ।