Proverbs 7:11 — Compare Translations
5 translations compared side by side
Odia - 1840
"ସେ ବଡ଼ ତୁଣ୍ଡଇେ ଓ ଅବାଧ୍ଯା ଥଲା। ତା'ର ପାଦ ଆଦୌ ଗୃହ ରେ ରହୁ ନ ଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ବଡ଼ ତୁଣ୍ତେଈ ଓ ଅବାଧ୍ୟା, ତାହାର ପାଦ ନିଜ ଗୃହରେ ରହେ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ସେ ବଡ଼ ତୁଣ୍ଡେଇ ଓ ଅବାଧ୍ୟା ଥିଲା। ତା’ର ପାଦ ଆଦୌ ଗୃହରେ ରହୁ ନ ଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ବଡ଼ ତୁଣ୍ଡେଈ ଓ ଅବାଧ୍ୟା, ତାହାର ପାଦ ନିଜ ଗୃହରେ ରହେ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ସେ ବଡ଼ ତୁଣ୍ଡେଈ ଓ ଅବାଧ୍ୟା, ତାହାର ପାଦ ନିଜ ଗୃହରେ ରହେ ନାହିଁ।