Proverbs 7:12 — Compare Translations

5 translations compared side by side

Odia - 1840
"ସେ କେତବେେଳେ ରାସ୍ତାର ଉପ ରେ ଥାଏ, କେତବେେଳେ ଛକରେ ଥାଏ। ସେ ପ୍ରେତ୍ୟକକ କଣ ରେ ଛଳନାର ସହିତ ଅପେକ୍ଷା କରେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ କେବେ କେବେ ସଡ଼କରେ, କେବେ କେବେ ଛକରେ ଥାଏ ଓ ପ୍ରତ୍ୟେକ କୋଣରେ ଅପେକ୍ଷାରେ ବସି ଥାଏ ।
Odia Bible ERV 2004 (ପବିତ୍ର ବାଇବଲ)
ସେ କେତେବେଳେ ରାସ୍ତାର ଉପରେ ଥାଏ, କେତେବେଳେ ଛକରେ ଥାଏ। ସେ ପ୍ରତ୍ୟେକ କୋଣରେ ଛଳନାର ସହିତ ଅପେକ୍ଷା କରେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ କେବେ କେବେ ସଡ଼କରେ, କେବେ କେବେ ଛକରେ ଥାଏ ଓ ପ୍ରତ୍ୟେକ କୋଣରେ ଅପେକ୍ଷାରେ ବସିଥାଏ।
Odia IRV 2017 (ଓଡିଆ ବାଇବେଲ)
ସେ କେବେ କେବେ ସଡ଼କରେ, କେବେ କେବେ ଛକରେ ଥାଏ ଓ ପ୍ରତ୍ୟେକ କୋଣରେ ଅପେକ୍ଷାରେ ବସି ଥାଏ।