Proverbs 7:13 — Compare Translations
5 translations compared side by side
Odia - 1840
"ସହେି ସ୍ତ୍ରୀ ଜଣକ ସହେି ୟୁବକକୁ ଧରିଲା ଓ ତାକୁ ଚୁମ୍ବନ କଲା। ଆଉ ନିର୍ଲଜ ମୁଖ ରେ କହିଲା,"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେହି ସ୍ତ୍ରୀ ତାହାକୁ ଧରି ଚୁମ୍ଵନ କଲା, ଆଉ ନିର୍ଲଜ୍ଜ ମୁଖରେ ତାହାକୁ କହିଲା:
Odia Bible ERV 2004 (ପବିତ୍ର ବାଇବଲ)
ସେହି ସ୍ତ୍ରୀ ଜଣକ ସେହି ଯୁବକକୁ ଧରିଲା ଓ ତାକୁ ଚୁମ୍ବନ କଲା। ଆଉ ନିର୍ଲଜ ମୁଖରେ କହିଲା,
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେହି ସ୍ତ୍ରୀ ତାହାକୁ ଧରି ଚୁମ୍ବନ କଲା, ଆଉ ନିର୍ଲଜ ମୁଖରେ ତାହାକୁ କହିଲା
Odia IRV 2017 (ଓଡିଆ ବାଇବେଲ)
ସେହି ସ୍ତ୍ରୀ ତାହାକୁ ଧରି ଚୁମ୍ବନ କଲା, ଆଉ ନିର୍ଲଜ୍ଜ ମୁଖରେ ତାହାକୁ କହିଲା