Proverbs 7:14 — Compare Translations
5 translations compared side by side
Odia - 1840
"ମଙ୍ଗଳାର୍ଥକ ବଳି ଅଛି। ଆଜି ମୁଁ ମାରେପ୍ରତିଜ୍ଞା ପୂର୍ଣ୍ଣ କରିଅଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
“ମଙ୍ଗଳାର୍ଥକ ବଳି ମୋʼ ନିକଟରେ ଅଛି; ମୁଁ ଆଜି ଆପଣାର ମାନତ ପୂର୍ଣ୍ଣ କରିଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ମଙ୍ଗଳାର୍ଥକ ବଳି ଅଛି। “ଆଜି ମୁଁ ମୋର ପ୍ରତିଜ୍ଞା ପୂର୍ଣ୍ଣ କରିଅଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
“ମଙ୍ଗଳାର୍ଥକ ବଳି ମୋʼ ନିକଟରେ ଅଛି; ମୁଁ ଆଜି ଆପଣାର ମାନତ ପୂର୍ଣ୍ଣ କରିଅଛି।
Odia IRV 2017 (ଓଡିଆ ବାଇବେଲ)
“ମଙ୍ଗଳାର୍ଥକ ବଳି ମୋ’ ନିକଟରେ ଅଛି; ମୁଁ ଆଜି ଆପଣାର ମାନତ ପୂର୍ଣ୍ଣ କରିଅଛି।