Proverbs 7:15 — Compare Translations
5 translations compared side by side
Odia - 1840
"ଏଣୁ ମୁଁ ତୁମ୍ଭ ସହିତ ସାକ୍ଷାତ କରିବାକୁ ଆସିଲି। ତୁମ୍ଭକୁ ଦେଖି ଆସୁଥିଲି ଓ ବର୍ତ୍ତମାନ ମୁଁ ତୁମ୍ଭକୁ ପାଇଲି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଣୁ ତୁମ୍ଭ ସଙ୍ଗେ ଦେଖା କରିବାକୁ ବାହାରକୁ ଆସିଲି ଓ ଯନିରେ ତୁମ୍ଭ ମୁଖ ଅନ୍ଵେଷଣ କରିବାକୁ ଆସିଅଛି, ଆଉ ତୁମ୍ଭକୁ ପାଇଲି ।
Odia Bible ERV 2004 (ପବିତ୍ର ବାଇବଲ)
ଏଣୁ ମୁଁ ତୁମ୍ଭ ସହିତ ସାକ୍ଷାତ କରିବାକୁ ଆସିଲି। ତୁମ୍ଭକୁ ଦେଖି ଆସୁଥିଲି ଓ ବର୍ତ୍ତମାନ ମୁଁ ତୁମ୍ଭକୁ ପାଇଲି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଣୁ ତୁମ୍ଭ ସଙ୍ଗେ ଦେଖା କରିବାକୁ ବାହାରକୁ ଆସିଲି ଓ ଯତ୍ନରେ ତୁମ୍ଭ ମୁଖ ଅନ୍ୱେଷଣ କରିବାକୁ ଆସିଅଛି, ଆଉ ତୁମ୍ଭକୁ ପାଇଲି।
Odia IRV 2017 (ଓଡିଆ ବାଇବେଲ)
ଏଣୁ ତୁମ୍ଭ ସଙ୍ଗେ ଦେଖା କରିବାକୁ ବାହାରକୁ ଆସିଲି ଓ ଯତ୍ନରେ ତୁମ୍ଭ ମୁଖ ଅନ୍ୱେଷଣ କରିବାକୁ ଆସିଅଛି, ଆଉ ତୁମ୍ଭକୁ ପାଇଲି।