Proverbs 7:17 — Compare Translations
5 translations compared side by side
Odia - 1840
"ଗନ୍ଧରସ ଓ ଅଗୁରୁ ଚିନି ରେ, ମାହେର ଶୟ୍ଯା ସୁବାସିତ କରିଅଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ଗନ୍ଧରସ ଓ ଅଗୁରୁ ଓ ଦାରୁଚିନିରେ ମୋହର ଶଯ୍ୟା ସୁବାସିତ କରିଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ଗନ୍ଧରସ ଓ ଅଗୁରୁ ଚିନିରେ, ମୋହର ଶଯ୍ୟା ସୁବାସିତ କରିଅଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଗନ୍ଧରସ, ଅଗୁରୁ ଓ ଦାରୁଚିନିରେ ମୋହର ଶଯ୍ୟା ସୁବାସିତ କରିଅଛି।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଗନ୍ଧରସ, ଅଗୁରୁ ଓ ଦାରୁଚିନିରେ ମୋହର ଶଯ୍ୟା ସୁବାସିତ କରିଅଛି।