Proverbs 7:19 — Compare Translations

5 translations compared side by side

Odia - 1840
"ମାରେ ସ୍ବାମୀ ଘ ରେ ନାହାଁନ୍ତି, ସେ ଦୂର ୟାତ୍ରା କରିଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେହେତୁ କର୍ତ୍ତା ଘରେ ନାହାନ୍ତି, ସେ ଦୂରଯାତ୍ରା କରିଅଛନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ମୋର ସ୍ୱାମୀ ଘରେ ନାହାନ୍ତି, ସେ ଦୂର ଯାତ୍ରା କରିଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେହେତୁ କର୍ତ୍ତା ଘରେ ନାହାନ୍ତି, ସେ ଦୂରକୁ ଯାତ୍ରା କରିଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)
ଯେହେତୁ କର୍ତ୍ତା ଘରେ ନାହାନ୍ତି, ସେ ଦୂରକୁ ଯାତ୍ରା କରିଅଛନ୍ତି।