Proverbs 7:2 — Compare Translations

5 translations compared side by side

Odia - 1840
"ମାରେ ଆଜ୍ଞାସବୁ ପାଳନ କରି ବଞ୍ଚ। ମାରେ ଶିକ୍ଷାକୁ ଜୀବନର ଶ୍ ରେଷ୍ଠ ଜିନିଷ ଭାବେ ଗ୍ରହଣ କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୋହର ଆଜ୍ଞାସବୁ ପାଳନ କର, ବଞ୍ଚିବ ଓ ଆପଣା ଚକ୍ଷୁର ତାରା ପରି ମୋହର ବ୍ୟବସ୍ଥା ରକ୍ଷା କର ।
Odia Bible ERV 2004 (ପବିତ୍ର ବାଇବଲ)
ମୋର ଆଜ୍ଞାସବୁ ପାଳନ କରି ବଞ୍ଚ। ମୋର ଶିକ୍ଷାକୁ ଜୀବନର ଶ୍ରେଷ୍ଠ ଜିନିଷ ଭାବେ ଗ୍ରହଣ କର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୋହର ଆଜ୍ଞାସବୁ ପାଳନ କର, ତହିଁରେ ତୁମ୍ଭେ ବଞ୍ଚିବ ଓ ଆପଣା ଚକ୍ଷୁର ତାରା ପରି ମୋହର ବ୍ୟବସ୍ଥା ରକ୍ଷା କର।
Odia IRV 2017 (ଓଡିଆ ବାଇବେଲ)
ମୋହର ଆଜ୍ଞାସବୁ ପାଳନ କର, ତହିଁରେ ତୁମ୍ଭେ ବଞ୍ଚିବ ଓ ଆପଣା ଚକ୍ଷୁର ତାରା ପରି ମୋହର ବ୍ୟବସ୍ଥା ରକ୍ଷା କର।