Proverbs 7:20 — Compare Translations
5 translations compared side by side
Odia - 1840
"ସେ ତୋଡ଼ାଏ ଟଙ୍କା ସାଙ୍ଗ ରେ ନଇେ ୟାଇଛନ୍ତି। ସେ ପୂର୍ଣ୍ଣିମା ଦିନ ରେ ଫରେିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ତୋଡ଼ାଏ ଟଙ୍କା ସଙ୍ଗରେ ନେଇ ଯାଇଅଛନ୍ତି, ସେ ପୂର୍ଣ୍ଣିମା ସମୟରେ ଫେରି ଆସିବେ ।”
Odia Bible ERV 2004 (ପବିତ୍ର ବାଇବଲ)
ସେ ତୋଡ଼ାଏ ଟଙ୍କା ସାଙ୍ଗରେ ନେଇ ଯାଇଛନ୍ତି। ସେ ପୂର୍ଣ୍ଣିମା ଦିନରେ ଫେରିବେ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ତୋଡ଼ାଏ ଟଙ୍କା ସଙ୍ଗରେ ନେଇ ଯାଇଅଛନ୍ତି, ସେ ପୂର୍ଣ୍ଣିମା ସମୟରେ ଫେରି ଆସିବେ।”
Odia IRV 2017 (ଓଡିଆ ବାଇବେଲ)
ସେ ତୋଡ଼ାଏ ଟଙ୍କା ସଙ୍ଗରେ ନେଇ ଯାଇଅଛନ୍ତି, ସେ ପୂର୍ଣ୍ଣିମା ସମୟରେ ଫେରି ଆସିବେ।”