Proverbs 7:21 — Compare Translations
5 translations compared side by side
Odia - 1840
"ସହେି ସ୍ତ୍ରୀ ଜଣକ ଏପରି ମଧୁର ଭାଷା କହି ତାଙ୍କର ମନ ହରଣ କଲା। ତା'ର ଚାଟୁ ବାକ୍ଯ ରେ ତାକୁ ଟାଣି ନଲୋ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହିରୂପେ ଅନେକ ମଧୁର ଭାଷା କହି ସେ ତାହାର ମନ ହରଣ କଲା, ଓଷ୍ଠାଧରର ଚାଟୁବାଦରେ ତାହାକୁ ଓଟାରି ନେଲା ।
Odia Bible ERV 2004 (ପବିତ୍ର ବାଇବଲ)
ସେହି ସ୍ତ୍ରୀ ଜଣକ ଏପରି ମଧୁର ଭାଷା କହି ତାଙ୍କର ମନ ହରଣ କଲା। ତା’ର ଗ୍ଭଟୁ ବାକ୍ୟରେ ତାକୁ ଟାଣି ନେଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହିରୂପେ ଅନେକ ମଧୁର ଭାଷା କହି ସେ ତାହାର ମନ ହରଣ କଲା, ଓଷ୍ଠାଧରର ଚାଟୁବାଦରେ ତାହାକୁ ଓଟାରି ନେଲା।
Odia IRV 2017 (ଓଡିଆ ବାଇବେଲ)
ଏହିରୂପେ ଅନେକ ମଧୁର ଭାଷା କହି ସେ ତାହାର ମନ ହରଣ କଲା, ଓଷ୍ଠାଧରର ଚାଟୁବାଦରେ ତାହାକୁ ଓଟାରି ନେଲା।