Proverbs 7:22 — Compare Translations

5 translations compared side by side

Odia - 1840
"ସେ ତା'ର ପଥ ଅନୁସରଣ କଲା, ଯେପରି ଗୋରୁ କଂ ସଇଖାନୋକୁ ୟାଏ। ସେ ଜଣେ ହରିଣ ପରି ଜାଲ ଭିତରକୁ ଚାଲି ଯାଉଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେପରି ଗୋରୁ ହତ ହେବାକୁ ଯାଏ ଓ ଯେପରି ବେଡ଼ି ପିନ୍ଧିବା ଲୋକ ନିର୍ବୋଧର ଦଣ୍ତ ପାଇବାକୁ ଯାଏ, ସେପରି ସେ ସେହିକ୍ଷଣି ତାହାର ପଛେ ପଛେ ଗଲା ।
Odia Bible ERV 2004 (ପବିତ୍ର ବାଇବଲ)
ସେ ତା’ର ପଥ ଅନୁସରଣ କଲା, ଯେପରି ଗୋରୁ କଂସେଇଖାନାକୁ ଯାଏ। ସେ ଜଣେ ହରିଣ ପରି ଜାଲ ଭିତରକୁ ଗ୍ଭଲି ଯାଉଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେପରି ଗୋରୁ ହତ ହେବାକୁ ଯାଏ ଓ ଯେପରି ବେଡ଼ି ପିନ୍ଧିବା ଲୋକ ନିର୍ବୋଧର ଦଣ୍ଡ ପାଇବାକୁ ଯାଏ, ସେହିପରି ସେ ସେହିକ୍ଷଣି ତାହାର ପଛେ ପଛେ ଗଲା।
Odia IRV 2017 (ଓଡିଆ ବାଇବେଲ)
ଯେପରି ଗୋରୁ ହତ ହେବାକୁ ଯାଏ ଓ ଯେପରି ବେଡ଼ି ପିନ୍ଧିବା ଲୋକ ନିର୍ବୋଧର ଦଣ୍ଡ ପାଇବାକୁ ଯାଏ, ସେହିପରି ସେ ସେହିକ୍ଷଣି ତାହାର ପଛେ ପଛେ ଗଲା।