Proverbs 7:23 — Compare Translations
5 translations compared side by side
Odia - 1840
"ଯମେିତି ପକ୍ଷୀଟିଏ ଶିକାରୀ ତୀର ଦ୍ବାରା, ତା'ର ଛାତିକୁ ଲକ୍ଷ୍ଯଭଦେ କରୁଛି, ତାହା ଜାଣିପାରି ନ ଥାଏ।। ଠିକ୍ ସହେିପରି ସେ ୟୁବପୁରୁଷ ବିପଦ ରେ ଅଛି ବୋଲି ଜାଣି ନ ପାରି ସେ ସ୍ତ୍ରୀର ଜାଲ ଭିତରକୁ ଯାଉଅଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ଯେପରି ପକ୍ଷୀ ଫାନ୍ଦକୁ ପ୍ରାଣନାଶକ ନ ଜାଣି ତହିଁରେ ପଡ଼ିବାକୁ ବେଗେ ଉଡ଼େ, ଶେଷରେ ତାହାର ଯକୃତ ସେହିପରି ତୀର ଦ୍ଵାରା ବିଦ୍ଧ ହେଲା ।
Odia Bible ERV 2004 (ପବିତ୍ର ବାଇବଲ)
ଯେମିତି ପକ୍ଷୀଟିଏ ଶିକାରୀ ତୀର ଦ୍ୱାରା, ତା’ର ଛାତିକୁ ଲକ୍ଷ୍ୟଭେଦ କରୁଛି, ତାହା ଜାଣିପାରି ନ ଥାଏ।। ଠିକ୍ ସେହିପରି ସେ ଯୁବପୁରୁଷ ବିପଦରେ ଅଛି ବୋଲି ଜାଣି ନ ପାରି ସେ ସ୍ତ୍ରୀର ଜାଲ ଭିତରକୁ ଯାଉଅଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ଯେପରି ପକ୍ଷୀ ଫାନ୍ଦକୁ ପ୍ରାଣନାଶକ ନ ଜାଣି ତହିଁରେ ପଡ଼ିବାକୁ ବେଗେ ଉଡ଼େ, ଶେଷରେ ତାହାର ଯକୃତ ସେହିପରି ତୀର ଦ୍ୱାରା ବିଦ୍ଧ ହେଲା।
Odia IRV 2017 (ଓଡିଆ ବାଇବେଲ)
ଆଉ, ଯେପରି ପକ୍ଷୀ ଫାନ୍ଦକୁ ପ୍ରାଣନାଶକ ନ ଜାଣି ତହିଁରେ ପଡ଼ିବାକୁ ବେଗେ ଉଡ଼େ, ଶେଷରେ ତାହାର ଯକୃତ ସେହିପରି ତୀର ଦ୍ୱାରା ବିଦ୍ଧ ହେଲା।