Proverbs 7:24 — Compare Translations

5 translations compared side by side

Odia - 1840
"ଏଣୁ ହେ ମାରେ ପୁତ୍ରମାନେ, ମାରେ କଥା ଶୁଣ। ମାେ କଥା ରେ ମନୋନିବେଶ କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଣୁ ହେ ମୋହର ପୁତ୍ରମାନେ, ମୋହର କଥା ଶୁଣ ଓ ମୋʼ ମୁଖର ବାକ୍ୟରେ ମନୋନିବେଶ କର ।
Odia Bible ERV 2004 (ପବିତ୍ର ବାଇବଲ)
ଏଣୁ ହେ ମୋର ପୁତ୍ରମାନେ, ମୋର କଥା ଶୁଣ। ମୋ’ କଥାରେ ମନୋନିବେଶ କର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଣୁ ହେ ମୋହର ପୁତ୍ରମାନେ, ମୋହର କଥା ଶୁଣ ଓ ମୋʼ ମୁଖର ବାକ୍ୟରେ ମନୋନିବେଶ କର।
Odia IRV 2017 (ଓଡିଆ ବାଇବେଲ)
ଏଣୁ ହେ ମୋହର ପୁତ୍ରମାନେ, ମୋହର କଥା ଶୁଣ ଓ ମୋ’ ମୁଖର ବାକ୍ୟରେ ମନୋନିବେଶ କର।