Proverbs 7:25 — Compare Translations

5 translations compared side by side

Odia - 1840
"ତୁମ୍ଭର ହୃଦଯ ସହେି ବେଶ୍ଯାମାନଙ୍କର ପଛ ରେ ନ ରହୁ। ତୁମ୍ଭେ ତା'ର ପଥରେ ବିପଥଗାମୀ ହୁଅ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭର ଚିତ୍ତ ତାହାର ମାର୍ଗରେ ନ ଯାଉ, ତୁମ୍ଭେ ତାହାର ପଥରେ ବିପଥଗାମୀ ହୁଅ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭର ହୃଦୟ ସେହି ବେଶ୍ୟାମାନଙ୍କର ପଛରେ ନ ରହୁ। ତୁମ୍ଭେ ତା’ର ପଥରେ ବିପଥଗାମୀ ହୁଅ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭର ଚିତ୍ତ ତାହାର ମାର୍ଗରେ ନ ଯାଉ, ତୁମ୍ଭେ ତାହାର ପଥରେ ବିପଥଗାମୀ ହୁଅ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭର ଚିତ୍ତ ତାହାର ମାର୍ଗରେ ନ ଯାଉ, ତୁମ୍ଭେ ତାହାର ପଥରେ ବିପଥଗାମୀ ହୁଅ ନାହିଁ।