Proverbs 7:26 — Compare Translations
5 translations compared side by side
Odia - 1840
"ସେ ଅନକଙ୍କେୁ କ୍ଷତବିକ୍ଷତ କରିଅଛି। ସେ ମଧ୍ଯ ଅନକଙ୍କେୁ ହତ୍ଯା କରିଅଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେହେତୁ ସେ ଅନେକଙ୍କୁ କ୍ଷତବିକ୍ଷତ କରି ପକାଇ ଅଛି, ହଁ, ତାହାର ହତ ଲୋକସକଳ ଅପାର ।
Odia Bible ERV 2004 (ପବିତ୍ର ବାଇବଲ)
ସେ ଅନେକଙ୍କୁ କ୍ଷତବିକ୍ଷତ କରିଅଛି। ସେ ମଧ୍ୟ ଅନେକଙ୍କୁ ହତ୍ୟା କରିଅଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେହେତୁ ସେ ଅନେକଙ୍କୁ କ୍ଷତବିକ୍ଷତ କରି ପକାଇଅଛି, ହଁ, ତାହାର ହତ ଲୋକସକଳ ଅପାର।
Odia IRV 2017 (ଓଡିଆ ବାଇବେଲ)
ଯେହେତୁ ସେ ଅନେକଙ୍କୁ କ୍ଷତବିକ୍ଷତ କରି ପକାଇ ଅଛି, ହଁ, ତାହାର ହତ ଲୋକସକଳ ଅପାର।