Proverbs 7:27 — Compare Translations
5 translations compared side by side
Odia - 1840
"ତା'ର ଗୃହ ସିଧାସଳଖ କବରକୁ ୟିବା ପାଇଁ ବାଟ। ଯାହା ମୃତ୍ଯୁର ଆଳଯକୁ ୟାଏ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତାହାର ଗୃହ ପାତାଳକୁ ଯିବାର ବାଟ, ଯାହା ମୃତ୍ୟୁର ଆଳୟକୁ ଯାଏ ।
Odia Bible ERV 2004 (ପବିତ୍ର ବାଇବଲ)
ତା’ର ଗୃହ ସିଧାସଳଖ କବରକୁ ଯିବା ପାଇଁ ବାଟ। ଯାହା ମୃତ୍ୟୁର ଆଳୟକୁ ଯାଏ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତାହାର ଗୃହ ପାତାଳକୁ ଯିବାର ବାଟ, ଯାହା ମୃତ୍ୟୁର ଆଳୟକୁ ଯାଏ।
Odia IRV 2017 (ଓଡିଆ ବାଇବେଲ)
ତାହାର ଗୃହ ପାତାଳକୁ ଯିବାର ବାଟ, ଯାହା ମୃତ୍ୟୁୁର ଆଳୟକୁ ଯାଏ।