Proverbs 7:4 — Compare Translations

5 translations compared side by side

Odia - 1840
"ଜ୍ଞାନକୁ ତୁମ୍ଭର ଭଉଣୀପରି ଗ୍ରହଣ କର। ସୁବିବଚେନାକୁ ତୁମ୍ଭର ପରିବାରର ସଦସ୍ଯରୂପେ ଗ୍ରହଣ କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଜ୍ଞାନକୁ କୁହ, ତୁମ୍ଭେ ମୋହର ଭଗିନୀ, ଆଉ ସୁବିବେଚନାକୁ ତୁମ୍ଭର ଜ୍ଞାତି ବୋଲି କୁହ ।
Odia Bible ERV 2004 (ପବିତ୍ର ବାଇବଲ)
ଜ୍ଞାନକୁ ତୁମ୍ଭର ଭଉଣୀପରି ଗ୍ରହଣ କର। ସୁବିବେଚନାକୁ ତୁମ୍ଭର ପରିବାରର ସଦସ୍ୟରୂପେ ଗ୍ରହଣ କର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଜ୍ଞାନକୁ କୁହ, “ତୁମ୍ଭେ ମୋହର ଭଗିନୀ,” ଆଉ ସୁବିବେଚନାକୁ ତୁମ୍ଭର ଜ୍ଞାତି ବୋଲି କୁହ।
Odia IRV 2017 (ଓଡିଆ ବାଇବେଲ)
ଜ୍ଞାନକୁ କୁହ, ତୁମ୍ଭେ ମୋହର ଭଗିନୀ, ଆଉ ସୁବିବେଚନାକୁ ତୁମ୍ଭର ଜ୍ଞାତି ବୋଲି କୁହ।