Proverbs 7:5 — Compare Translations
5 translations compared side by side
Odia - 1840
"ତବେେ ତାହା ତୁମ୍ଭକୁ ଅନ୍ୟ ପର ସ୍ତ୍ରୀଠାରୁ ରକ୍ଷା କରିବ। ଏବଂ ବ୍ଯଭିଚାରିଣୀ ସ୍ତ୍ରୀଙ୍କଠାରୁ ମଧ୍ଯ ରକ୍ଷା କରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ସେମାନେ ପରସ୍ତ୍ରୀଠାରୁ, ଅର୍ଥାତ୍, ଚାଟୁବାଦିନୀ ପରକୀୟାଠାରୁ ତୁମ୍ଭକୁ ରକ୍ଷା କରିବେ ।
Odia Bible ERV 2004 (ପବିତ୍ର ବାଇବଲ)
ତେବେ ତାହା ତୁମ୍ଭକୁ ଅନ୍ୟ ପର ସ୍ତ୍ରୀଠାରୁ ରକ୍ଷା କରିବ। ଏବଂ ବ୍ୟଭିଗ୍ଭରିଣୀ ସ୍ତ୍ରୀଙ୍କଠାରୁ ମଧ୍ୟ ରକ୍ଷା କରିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ସେମାନେ ପରସ୍ତ୍ରୀଠାରୁ, ଅର୍ଥାତ୍, ଚାଟୁବାଦିନୀ ପରକୀୟାଠାରୁ ତୁମ୍ଭକୁ ରକ୍ଷା କରିବେ।
Odia IRV 2017 (ଓଡିଆ ବାଇବେଲ)
ତହିଁରେ ସେମାନେ ପରସ୍ତ୍ରୀଠାରୁ, ଅର୍ଥାତ୍, ଚାଟୁବାଦିନୀ ପରକୀୟାଠାରୁ ତୁମ୍ଭକୁ ରକ୍ଷା କରିବେ।