Proverbs 7:6 — Compare Translations
5 translations compared side by side
Odia - 1840
"ଦିନେ ମୁଁ ମାରେ ଝରକା ଜାଲିପରଦା ଦଇେ ଚାହୁଁଥିଲି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୁଁ ଆପଣା ଗୃହର ଝରକାର ଜାଲି ପରଦା ଦେଇ ନିରୀକ୍ଷଣ କରୁଥିଲି;
Odia Bible ERV 2004 (ପବିତ୍ର ବାଇବଲ)
ଦିନେ ମୁଁ ମୋର ଝରକା ଜାଲିପରଦା ଦେଇ ଗ୍ଭହୁଁଥିଲି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୁଁ ଆପଣା ଗୃହର ଝରକାର ଜାଲି ପରଦା ଦେଇ ନିରୀକ୍ଷଣ କରୁଥିଲି;
Odia IRV 2017 (ଓଡିଆ ବାଇବେଲ)
ମୁଁ ଆପଣା ଗୃହର ଝରକାର ଜାଲି ପରଦା ଦେଇ ନିରୀକ୍ଷଣ କରୁଥିଲି;