Proverbs 7:8 — Compare Translations

5 translations compared side by side

Odia - 1840
"ସେ ବ୍ଯଭିଚାରିଣୀ ଗୃହ ନିକଟସ୍ଥ ଗଳି ଦଇେ, ୟିବା ବେଳେ ତା'ର ଗୃହକୁ ଥିବା ପଥରେ ଚାଲିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
(ବ୍ୟଭିଚାରିଣୀର) ଗୃହକୋଣ ନିକଟସ୍ଥ ଗଳି ଦେଇ ଯାଉ ଯାଉ ତାହାର ଗୃହକୁ ଯିବା ପଥରେ ଚାଲିଲା ।
Odia Bible ERV 2004 (ପବିତ୍ର ବାଇବଲ)
ସେ ବ୍ୟଭିଗ୍ଭରିଣୀ ଗୃହ ନିକଟସ୍ଥ ଗଳି ଦେଇ, ଯିବା ବେଳେ ତା’ର ଗୃହକୁ ଥିବା ପଥରେ ଗ୍ଭଲିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ବ୍ୟଭିଚାରିଣୀର ଗୃହକୋଣ ନିକଟସ୍ଥ ଗଳି ଦେଇ ଯାଉ ଯାଉ ତାହାର ଗୃହକୁ ଯିବା ପଥରେ ଚାଲିଲା।
Odia IRV 2017 (ଓଡିଆ ବାଇବେଲ)
ବ୍ୟଭିଚାରିଣୀର ଗୃହକୋଣ ନିକଟସ୍ଥ ଗଳି ଦେଇ ଯାଉ ଯାଉ ତାହାର ଗୃହକୁ ଯିବା ପଥରେ ଚାଲିଲା।

Recommended Reading